Exodus 40:6 — Compare Translations
5 translations compared side by side
Odia - 1840
"ଆଉ ସମାଗମ ତମ୍ବୁର ପବିତ୍ର ତମ୍ବୁ ସମ୍ମୁଖ ରେ ହାମବେଳି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମାଗମ-ତମ୍ଵୁର ଆବାସ ଦ୍ଵାର ସମ୍ଵୁଖରେ ହୋମବେଦିରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ସମାଗମ-ତମ୍ବୁର ପବିତ୍ର ତମ୍ବୁ ସମ୍ମୁଖରେ ହୋମବଳି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।