Exodus 40:7 — Compare Translations
5 translations compared side by side
Odia - 1840
"ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧିଅରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମାଗମ-ତମ୍ଵୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନପାତ୍ର ରଖି ତହିଁରେ ଜଳ ଦେବ।
Odia Bible ERV 2004 (ପବିତ୍ର ବାଇବଲ)
ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।
Odia IRV 2017 (ଓଡିଆ ବାଇବେଲ)
ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ।