Exodus 40:9 — Compare Translations

5 translations compared side by side

Odia - 1840
"ଏହାପରେ ଅଭିଷକୋର୍ଥକ ତୈଳ ନଇେ ତମ୍ବୁ ଓ ତନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଅଭିଷକେ କର ଓ ଉତ୍ସର୍ଗିତ କର। ତହଁି ରେ ତମ୍ବୁ ଓ ତାହାର ସାମଗ୍ରୀ ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ଅଭିଷେକାର୍ଥକ ତୈଳ ନେଇ ତମ୍ବୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କର ଓ ଉତ୍ସର୍ଗିତ କର। ତହିଁରେ ତମ୍ବୁ ଓ ତାହାର ସାମଗ୍ରୀ ପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।