Exodus 5:1 — Compare Translations
5 translations compared side by side
Odia - 1840
"ମାଶାେ ଏବଂ ହାରୋଣ ଏପରି କହି ସାରିବା ପରେ ଫାରୋଙ୍କ ନିକଟକୁ ଗଲେ। ସମାନେେ କହିଲେ, ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର କହିଛନ୍ତି, ' ମାରେ ଲୋମନଙ୍କୁ ୟିବାକୁ ଦିଅ। ସମାନେେ ମାେ ସମ୍ମାନାର୍ଥେ ମରୁଭୂମିରେ ଏକ ଉତ୍ସବ ପାଳନ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, ଇସ୍ରାଏଲର ସଦାପ୍ରଭୁ ପରମେଶ୍ଵର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଏବଂ ହାରୋଣ ଫାରୋଙ୍କ ସମ୍ମୁଖରେ ମୋଶା ଏବଂ ହାରୋଣ ଏପରି କହି ସାରିବା ପରେ ଫାରୋଙ୍କ ନିକଟକୁ ଗଲେ। ସେମାନେ କହିଲେ, “ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର କହିଛନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ। ସେମାନେ ମୋ’ ସମ୍ମାନାର୍ଥେ ମରୁଭୂମିରେ ଏକ ଉତ୍ସବ ପାଳନ କରିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”