Exodus 5:10 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲୀୟ କ୍ରୀତଦାସମାନଙ୍କର ମୁନିବ ଓ ତଦାରଖକାରୀଗଣ ଇଶ୍ରାୟେଲୀୟ ଲୋକମାନଙ୍କୁ କହିଲେ, ତୁମ୍ଭମାନଙ୍କୁ ଆଉ ପାଳ ନଦବୋ ପାଇଁ ଫାରୋ ନିଷ୍ପତ୍ତି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲୀୟ କ୍ରୀତଦାସମାନଙ୍କର ମୁନିବ ଓ ତଦାରଖକାରୀଗଣ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଆଉ ପାଳ ନ ଦେବା ପାଇଁ ଫାରୋ ନିଷ୍ପତ୍ତି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।