Exodus 5:11 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ପାଇଁ ନିଜେ ପାଳ ସଂଗ୍ରହ କର। କିନ୍ତୁ ମନରେଖ ପୂର୍ବପରି ତୁମ୍ଭମାନେେ ଯେତେ ସଂଖ୍ଯକ ଇଟା ନିର୍ମାଣ କରୁଥିଲ ସତେିକି ସଂଖ୍ଯକ ଇଟା ତିଆରି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁଠାରେ ପାଅ, ସେହିଠାକୁ ଯାଇ ପାଳ ସମ୍ପାଦ; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ପାଇଁ ନିଜେ ପାଳ ସଂଗ୍ରହ କର। କିନ୍ତୁ ମନେରଖ ପୂର୍ବପରି ତୁମ୍ଭେମାନେ ଯେତେ ସଂଖ୍ୟକ ଇଟା ନିର୍ମାଣ କରୁଥିଲ ସେତିକି ସଂଖ୍ୟକ ଇଟା ତିଆରି କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।”