Exodus 5:12 — Compare Translations
5 translations compared side by side
Odia - 1840
"ତେଣୁ ଲୋକମାନେ ମିଶରର ଚାରିଆଡେ ବୁଲି ପାଳ ସଂଗ୍ରହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ପାଳ ବଦଳେ କୁଟା ସମ୍ପାଦିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ମିଶରର ଗ୍ଭରିଆଡ଼େ ବୁଲି ପାଳ ସଂଗ୍ରହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।