Exodus 5:13 — Compare Translations
5 translations compared side by side
Odia - 1840
"କ୍ରୀତଦାସମାନଙ୍କର ମୁନିବମାନେ ସମାନଙ୍କେର କାର୍ୟ୍ଯକୁ କଠିନ କରାଇଲେ ଏବଂ ସମାନଙ୍କେୁ ବାଧ୍ଯ କରାଇଲେ କଠିନ ପରିଶ୍ରମ କରିବା ପାଇଁ ଏବଂ ପୂର୍ବପରି ଇଟା ନିର୍ମାଣ କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି କାର୍ଯ୍ୟଶାସକମାନେ ତ୍ଵରା କରାଇ କହିଲେ, ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର ।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୀତଦାସମାନଙ୍କର ମୁନିବମାନେ ସେମାନଙ୍କର କାର୍ଯ୍ୟକୁ କଠିନ କରାଇଲେ ଏବଂ ସେମାନଙ୍କୁ ବାଧ୍ୟ କରାଇଲେ କଠିନ ପରିଶ୍ରମ କରିବା ପାଇଁ ଏବଂ ପୂର୍ବପରି ଇଟା ନିର୍ମାଣ କରିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”
Odia IRV 2017 (ଓଡିଆ ବାଇବେଲ)
ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”