Exodus 5:14 — Compare Translations

5 translations compared side by side

Odia - 1840
"ଫାରୋଙ୍କର ମୁନିବମାନେ, ତଦାରଖକାରୀମାନଙ୍କୁ ଲୋକମାନଙ୍କ ଉପରେ ନିୟୁକ୍ତ କଲେ। ସମାନେେ କ୍ରୀତଦାସମାନଙ୍କୁ ଚାବୁକ ମାରି କହିଲେ, କାହିଁକି ତୁମ୍ଭମାନେେ ଯେତେ ଇଟା ନିର୍ମାଣ କରୁଥିଲ, ସତେିକି ଇଟା ନିର୍ମାଣ କରୁନାହଁ? ପୂର୍ବରୁ ତୁମ୍ଭମାନେେ ଇଟା ତିଆରି କରିପାରୁଥିଲ, ଏବଂ କାହିଁକି କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ଫାରୋଙ୍କର ମୁନିବମାନେ, ତଦାରଖକାରୀମାନଙ୍କୁ ଲୋକମାନଙ୍କ ଉପରେ ନିଯୁକ୍ତ କଲେ। ସେମାନେ କ୍ରୀତଦାସମାନଙ୍କୁ ଗ୍ଭବୁକ ମାରି କହିଲେ, “କାହିଁକି ତୁମ୍ଭେମାନେ ଯେତେ ଇଟା ନିର୍ମାଣ କରୁଥିଲ, ସେତିକି ଇଟା ନିର୍ମାଣ କରୁ ନାହଁ? ପୂର୍ବରୁ ତୁମ୍ଭେମାନେ ଇଟା ତିଆରି କରିପାରୁଥିଲ, ଏବେ କାହିଁକି କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”
Odia IRV 2017 (ଓଡିଆ ବାଇବେଲ)
ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”