Exodus 5:15 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲୀୟ କାର୍ୟ୍ଯଦକ୍ଷମାନେ ଫାରୋଙ୍କ ନିକଟକୁ ଗଲେ। ସମାନେେ ଅଭିଯୋଗ କରି କହିଲେ ଆମ୍ଭମାନେେ ତୁମ୍ଭର ଦାସ କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ଏପରି ବ୍ଯବହାର କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲୀୟ କାର୍ଯ୍ୟାଧ୍ୟକ୍ଷମାନେ ଫାରୋଙ୍କ ନିକଟକୁ ଗଲେ। ସେମାନେ ଅଭିଯୋଗ କରି କହିଲେ “ଆମ୍ଭେମାନେ ତୁମ୍ଭର ଦାସ କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ଏପରି ବ୍ୟବହାର କରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?”