Exodus 5:18 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭମାନଙ୍କର କାର୍ୟ୍ଯକୁ ଫରେିୟାଅ। ମୁଁ ତୁମ୍ଭମାନଙ୍କୁ କିଛି ପାଳ ବା ନଡା ଦବେି ନାହିଁଏବଂ ପୂର୍ବପରି ତୁମ୍ଭମାନଙ୍କୁ ସତେିକି ସଂଖ୍ଯକ ଇଟା ତିଆରି କରିବାକୁ ହିଁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭମାନଙ୍କର କାର୍ଯ୍ୟକୁ ଫେରିଯାଅ। ମୁଁ ତୁମ୍ଭମାନଙ୍କୁ କିଛି ପାଳ ବା ନଡ଼ା ଦେବି ନାହିଁ ଏବଂ ପୂର୍ବପରି ତୁମ୍ଭମାନଙ୍କୁ ସେତିକି ସଂଖ୍ୟକ ଇଟା ତିଆରି କରିବାକୁ ହିଁ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।