Exodus 5:19 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟ ବଂଶୀଯ କାର୍ୟ୍ଯଦକ୍ଷମାନେ ଜାଣିଲେ ଯେ ସମାନେେ ଅସୁବିଧା ରେ ପଡ଼ିଗଲେ ଏବଂ ସମାନେେ ଜାଣିଲେ ଯେ ସମାନେେ ପୂର୍ବପରି ସତେିକି ସଂଖ୍ଯକ ଇଟା ତିଆରି କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଷ୍ଟକରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଜାଣିଲେ ଯେ ସେମାନେ ଅସୁବିଧାରେ ପଡ଼ିଗଲେ ଏବଂ ସେମାନେ ଜାଣିଲେ ଯେ ସେମାନେ ପୂର୍ବପରି ସେତିକି ସଂଖ୍ୟକ ଇଟା ତିଆରି କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।”