Exodus 5:20 — Compare Translations
5 translations compared side by side
Odia - 1840
"ସମାନେେ ଫାରୋଙ୍କଠାରୁ ଫରେିବା ବେଳେ ମାଶାେ ଓ ହାରୋଣଙ୍କର ସାକ୍ଷାତ ପାଇଲେ। ସମାନେେ ବାଟରେ ଅପେକ୍ଷା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଫାରୋଙ୍କ ନିକଟରୁ ଆସିବା ବେଳେ ମୋଶା ଓ ହାରୋଣଙ୍କ ସାକ୍ଷାତ ପାଇଲେ, ସେମାନେ ପଥରେ ଠିଆ ହୋଇଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଫାରୋଙ୍କଠାରୁ ଫେରିବା ବେଳେ ମୋଶା ଓ ହାରୋଣଙ୍କର ସାକ୍ଷାତ ପାଇଲେ। ସେମାନେ ବାଟରେ ଅପେକ୍ଷା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;