Exodus 5:21 — Compare Translations
5 translations compared side by side
Odia - 1840
"ତେଣୁ ସମାନେେ ମାଶାେ ଓ ହାରୋଣଙ୍କୁ କହିଲେ, ତୁମ୍ଭମାନେେ ଯାହା କଲ, ସଦାପ୍ରଭୁ ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ। ଫାରୋ ଏବଂ ତାଙ୍କର ଲୋକମାନେ ଆମ୍ଭମାନଙ୍କୁ ଯେପରି ଘୃଣା କରନ୍ତି। ତୁମ୍ଭେ ସମାନଙ୍କେ ହସ୍ତ ରେ ଆମ୍ଭମାନଙ୍କୁ ହତ୍ଯା କରିବା ପାଇଁ ଅସ୍ତ୍ର ରେ ସଜ୍ଜିତ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କର ସୁଗନ୍ଧକୁ ଦୁର୍ଗନ୍ଧ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ଼୍ଗ ଦେଲ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଯାହା କଲ, ସଦାପ୍ରଭୁ ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ। ଫାରୋ ଏବଂ ତାଙ୍କର ଲୋକମାନେ ଆମ୍ଭମାନଙ୍କୁ ଯେପରି ଘୃଣା କରନ୍ତି। ତୁମ୍ଭେ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ହତ୍ୟା କରିବା ପାଇଁ ଅସ୍ତ୍ରରେ ସଜ୍ଜିତ କରିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”
Odia IRV 2017 (ଓଡିଆ ବାଇବେଲ)