Exodus 5:22 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ସଦାପ୍ରଭୁଙ୍କ ପାଖକୁ ଫରେିଗଲେ ଓ କହିଲେ, ହେ ପ୍ରଭୁ, କାହିଁକି ତୁମ୍ଭର ଲୋକମାନଙ୍କ ପାଇଁ ଏପରି ବିପଦମାନ ସୃଷ୍ଟି କଲ। ତୁମ୍ଭେ ମାେତେ କାହିଁକି ଏହି ସ୍ଥାନକୁ ପଠାଇଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, ହେ ପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କର ଅମଙ୍ଗଳ କାହିଁକି କଲ? ମୋତେ ବା ପଠାଇଲ କାହିଁକି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରେ ମୋଶାଙ୍କ ଅଭିଯୋଗ ଏହା ପରେ ମୋଶା ସଦାପ୍ରଭୁଙ୍କ ପାଖକୁ ଫେରିଗଲେ ଓ କହିଲେ, “ହେ ପ୍ରଭୁ, କାହିଁକି ତୁମ୍ଭର ଲୋକମାନଙ୍କ ପାଇଁ ଏପରି ବିପଦମାନ ସୃଷ୍ଟି କଲ। ତୁମ୍ଭେ ମୋତେ କାହିଁକି ଏହି ସ୍ଥାନକୁ ପଠାଇଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ?
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ?