Exodus 5:23 — Compare Translations
5 translations compared side by side
Odia - 1840
"ମୁଁ ଫାରୋଙ୍କ ନିକଟକୁ ୟାଇ ତୁମ୍ଭେ ଯାହା କହିବାକୁ ମାେତେ କହିଥିଲ, ମୁଁ କହିଲି। କିନ୍ତୁ ସହେି ସମୟଠାରୁ ସେ ତୁମ୍ଭର ଲୋକମାନଙ୍କ ପାଇଁ ନିଷ୍ଠୁର ହେଲେ। କିନ୍ତୁ ତୁମ୍ଭେ ସମାନଙ୍କେୁ ସାହାୟ୍ଯ କରିବା ପାଇଁ କିଛି କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରୁଅଛନ୍ତି, ପୁଣି ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରିନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଫାରୋଙ୍କ ନିକଟକୁ ଯାଇ ତୁମ୍ଭେ ଯାହା କହିବାକୁ ମୋତେ କହିଥିଲ, ମୁଁ କହିଲି। କିନ୍ତୁ ସେହି ସମୟଠାରୁ ସେ ତୁମ୍ଭର ଲୋକମାନଙ୍କ ପାଇଁ ନିଷ୍ଠୁର ହେଲେ। କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବା ପାଇଁ କିଛି କଲ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”