Exodus 5:4 — Compare Translations
5 translations compared side by side
Odia - 1840
"କିନ୍ତୁ ଫାରୋ ସମାନଙ୍କେୁ କହିଲେ, ମାଶାେ ଏବଂ ହାରୋଣ, ତୁମ୍ଭମାନେେ ମାରେ କର୍ମୀମାନଙ୍କୁ କାର୍ୟ୍ଯରୁ ନିବୃତ୍ତ କରୁଅଛ। ସମାନଙ୍କେୁ ସମାନଙ୍କେର କାର୍ୟ୍ଯ କରିବାକୁ ଦିଅ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମିସରର ରାଜା ସେମାନଙ୍କୁ କହିଲେ, ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫାରୋ ସେମାନଙ୍କୁ କହିଲେ, “ମୋଶା ଏବଂ ହାରୋଣ, ତୁମ୍ଭେମାନେ ମୋର କର୍ମୀମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କରୁଅଛ। ସେମାନଙ୍କୁ ସେମାନଙ୍କର କାର୍ଯ୍ୟ କରିବାକୁ ଦିଅ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।”