Exodus 5:6 — Compare Translations

5 translations compared side by side

Odia - 1840
"ସହେିଦିନ, ଫାରୋ କ୍ରୀତଦାସମାନଙ୍କର ମୁନିବମାନଙ୍କୁ ଓ ସମାନଙ୍କେର ନିରୀକ୍ଷକମାନଙ୍କୁ ଆଜ୍ଞା ଦେଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଲୋକମାନଙ୍କୁ ଶାସ୍ତି ବିଧାନ କଲେ ସେହି ଦିନ, ଫାରୋ କ୍ରୀତଦାସମାନଙ୍କର ମୁନିବମାନଙ୍କୁ ଓ ସେମାନଙ୍କର ନିରୀକ୍ଷକମାନଙ୍କୁ ଆଜ୍ଞା ଦେଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,