Exodus 5:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସମାନଙ୍କେୁ ଇଟା ପାଇଁ ନଡା ଦେଉଥିଲ। ସମାନଙ୍କେୁ ଆଉ ପାଳ ଦିଅ ନାହିଁ। ସମାନେେ ନିଜପାଳ ନିଜେ ସଂଗ୍ରହ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଇଷ୍ଟକାଦି ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାର୍ହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସେମାନଙ୍କୁ ଇଟା ପାଇଁ ନଡ଼ା ଦେଉଥିଲ। ସେମାନଙ୍କୁ ଆଉ ପାଳ ଦିଅ ନାହିଁ। ସେମାନେ ନିଜପାଳ ନିଜେ ସଂଗ୍ରହ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାର୍ହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।