Exodus 5:9 — Compare Translations
5 translations compared side by side
Odia - 1840
"ତେଣୁ ଏହି ଲୋକମାନଙ୍କୁ କଠିନ ପରିଶ୍ରମ କରାଇ ସମାନଙ୍କେୁ ସର୍ବଦା ବ୍ଯସ୍ତ ରଖ। ଯେଉଁଥି ରେ ସମାନେେ ମିଥ୍ଯା କଥା ଶୁଣିବାକୁ ସମୟ ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରା; ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏହି ଲୋକମାନଙ୍କୁ କଠିନ ପରିଶ୍ରମ କରାଇ ସେମାନଙ୍କୁ ସର୍ବଦା ବ୍ୟସ୍ତ ରଖ। ଯେଉଁଥିରେ ସେମାନେ ମିଥ୍ୟା କଥା ଶୁଣିବାକୁ ସମୟ ପାଇବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥା’ନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”