Exodus 6:11 — Compare Translations
5 translations compared side by side
Odia - 1840
"ମିଶରର ରାଜା ଫାରୋଙ୍କୁ ୟାଇ କୁହ, ତାଙ୍କର ଦେଶରୁ ଇଶ୍ରାୟେଲ ସନ୍ତାନଗଣଙ୍କୁ ପଠଇେ ଦବୋ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବିଦାୟ କର ।
Odia Bible ERV 2004 (ପବିତ୍ର ବାଇବଲ)
“ମିଶରର ରାଜା ଫାରୋଙ୍କୁ ଯାଇ କୁହ, ତାଙ୍କର ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ପଠେଇ ଦେବା ପାଇଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ଯିବାକୁ ଦିଅ।”