Exodus 6:12 — Compare Translations
5 translations compared side by side
Odia - 1840
"କିନ୍ତୁ ମାଶାେ ଉତ୍ତର ଦେଲେ, ଇଶ୍ରାୟେଲ ସନ୍ତାନଗଣ ମାରେ କଥାକୁ କର୍ଣ୍ଣପାତ କରି ନାହାଁନ୍ତି। ତେଣୁ ଫାରୋ ମାରେ କଥାକୁ କର୍ଣ୍ଣପାତ କରିବେ ନାହିଁ। ମୁଁ ଜଣେ ଅତି ମନ୍ଦ ବକ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋଶା ଉତ୍ତର ଦେଲେ, “ଇସ୍ରାଏଲ ସନ୍ତାନଗଣ ମୋର କଥାକୁ କର୍ଣ୍ଣପାତ କରି ନାହାନ୍ତି। ତେଣୁ ଫାରୋ ମୋର କଥାକୁ କର୍ଣ୍ଣପାତ କରିବେ ନାହିଁ। ମୁଁ ଜଣେ ଅତି ମନ୍ଦ ବକ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ?”