Exodus 6:13 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ଇଶ୍ରାୟେଲର ସନ୍ତାନଗଣଙ୍କୁ କହିବା ପାଇଁ ମାଶାେ ଓ ହାରୋଣଙ୍କୁ ଆଜ୍ଞା ଦେଲେ। ସେ ମିଶରର ରାଜା ଫାରୋଙ୍କ ନିକଟକୁ ୟିବା ପାଇଁ ଏବଂ ଇଶ୍ରାୟେଲୀୟ ସନ୍ତାନଗଣଙ୍କୁ ମିଶରରୁ ବାହାର କରି ଆଣିବା ପାଇଁ ସମାନଙ୍କେୁ ଆଜ୍ଞା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଇସ୍ରାଏଲର ସନ୍ତାନଗଣଙ୍କୁ କହିବା ପାଇଁ ମୋଶା ଓ ହାରୋଣଙ୍କୁ ଆଜ୍ଞା ଦେଲେ। ସେ ମିଶରର ରାଜା ଫାରୋଙ୍କ ନିକଟକୁ ଯିବା ପାଇଁ ଏବଂ ଇସ୍ରାଏଲୀୟ ସନ୍ତାନଗଣଙ୍କୁ ମିଶରରୁ ବାହାର କରି ଆଣିବା ପାଇଁ ସେମାନଙ୍କୁ ଆଜ୍ଞା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।