Exodus 6:14 — Compare Translations

5 translations compared side by side

Odia - 1840
"ଏହି ସମସ୍ତ ଲୋକ ଇଶ୍ରାୟେଲ ବଂଶ ମଧିଅରେ ମୁଖ୍ଯ ଥିଲେ। ଇଶ୍ରାୟେଲଙ୍କର ଜେଷ୍ଠ ପୁତ୍ର ରୁବନରେ ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି ଏହିପରି ଚାରି ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ । ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ ଓ ହିଷ୍ରୋଣ୍ ଓ କର୍ମ୍ମି; ଏମାନେ ରୁବେନର ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନଙ୍କର କେତେକ ପରିବାର ଏହି ସମସ୍ତ ଲୋକ ଇସ୍ରାଏଲ ବଂଶ ମଧ୍ୟରେ ମୁଖ୍ୟ ଥିଲେ: ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେ‌ନ୍‌ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମ୍ମି ଏହିପରି ଗ୍ଭରି ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‍ର ବଂଶ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେ‌ନ୍‌‌ର ସନ୍ତାନ ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‌ର ବଂଶ।