Exodus 6:15 — Compare Translations

5 translations compared side by side

Odia - 1840
"ଶିମିୟୋନଙ୍କର ପୁତ୍ର ୟିମୂଯଲେ, ୟାମୀନ୍ ଓ ଓହଦ୍, ୟାଖୀନ୍, ସୋହର ଓ କିଣାନୀଯା ସ୍ତ୍ରୀର ପୁତ୍ର ଶୈାଲ, ଏମାନେ ଥିଲେଶିମିଯୋନଙ୍କର ବଂଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶିମୀୟୋନର ପୁତ୍ର ଯିମୂୟେଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟୋନଙ୍କର ପୁତ୍ର ଯିମୂୟେଲ, ଯାମୀନ୍ ଓ ଓହଦ୍, ଯାଖୀନ୍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୈାଲ, ଏମାନେ ଥିଲେ ଶିମିୟୋନଙ୍କର ବଂଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।