Exodus 6:16 — Compare Translations
5 translations compared side by side
Odia - 1840
"ଲବେୀ 137 ବର୍ଷ ବଞ୍ଚିଥିଲେ। ଲବେୀଙ୍କର ସନ୍ତାନମାନେ ଥିଲେ, ଗେର୍ଶାେନ୍, କହାତ୍ ଓ ମରାରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ 137 ବର୍ଷ ବଞ୍ଚିଥିଲେ। ଲେବୀଙ୍କର ସନ୍ତାନମାନେ ଥିଲେ, ଗେର୍ଶୋନ୍, କହାତ୍ ଓ ମରାରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।