Exodus 6:18 — Compare Translations

5 translations compared side by side

Odia - 1840
"କହାତ 133 ବର୍ଷ ପଞ୍ଚିଥିଲେ। କହାତଙ୍କର ପୁତ୍ରମାନେ ଥିଲେ, ଅମ୍ରମ୍, ୟିଷ୍ହର, ହିବ୍ରୋଣ ଓ ଉଷୀଯଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କହାତର ସନ୍ତାନ ଅମ୍ରମ୍ ଓ ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ୍ ବର୍ଷ ବୟସ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କହାତ 133 ବର୍ଷ ପଞ୍ଚିଥିଲେ। କହାତଙ୍କର ପୁତ୍ରମାନେ ଥିଲେ, ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।