Exodus 6:19 — Compare Translations
5 translations compared side by side
Odia - 1840
"ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି ଏହିସବୁ ବଂଶ ଇଶ୍ରାୟେଲୀୟ ଲବେୀ ବଂଶୀଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି, ଏହିସବୁ ବଂଶ ଇସ୍ରାଏଲୀୟ ଲେବୀ ବଂଶୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।