Exodus 6:2 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାଶାଙ୍କେୁ କହିଲେ, ଆମ୍ଭେ ଯିହାବୋଃ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, ଆମ୍ଭେ ଯିହୋବାଃ (ସଦାପ୍ରଭୁ);
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋଶାଙ୍କୁ କହିଲେ, ଆମ୍ଭେ ଯିହୋବାଃ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);