Exodus 6:20 — Compare Translations
5 translations compared side by side
Odia - 1840
"ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକବଦେ। ଏଣୁ ଅମ୍ରମ ଆଉ ୟୋକବଦେ ହାରୋଣ ଓ ମାଶାଙ୍କେୁ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା⇧; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ୍ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକେବଦ। ଏଣୁ ଅମ୍ରମ୍ ଆଉ ଯୋକେବଦ ହାରୋଣ ଓ ମୋଶାଙ୍କୁ ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅମ୍ରାମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅମ୍ରାମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।