Exodus 6:23 — Compare Translations
5 translations compared side by side
Odia - 1840
"ହାରୋଣ ଇଲିଶେବ୍କୁ ବିବାହ କଲେ। ଇଲୀଶବୋ ଥିଲେ ଅମ୍ମୀନାଦବର କନ୍ଯା ନ ହଶାେନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିଯାସର ଓ ଈଥାମରକୁ ପ୍ରସବ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ ଓ ଅବୀହୂ ଓ ଇଲୀୟାସର ଓ ଈଥାମରକୁା ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଇଲୀଶେବାକୁ ବିବାହ କଲେ। ଇଲୀଶେବା ଥିଲେ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିୟାସର ଓ ଈଥାମରକୁ ପ୍ରସବ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।