Exodus 6:24 — Compare Translations
5 translations compared side by side
Odia - 1840
"କୋରହର ସନ୍ତାନ ଅସୀର, ଇଲ୍କାନା ଓ ଅବୀଯାସଫ୍। ଏମାନେ କୋରହର ବଂଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କୋରହର ସନ୍ତାନ ଅସୀର ଓ ଇଲ୍କାନା ଓ ଅବୀୟାସଫ୍; ଏମାନେ କୋରହର ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
କୋରହର ସନ୍ତାନ ଅସୀର, ଇଲ୍କାନା ଓ ଅବୀୟାସଫ୍। ଏମାନେ କୋରହର ବଂଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୋରହର ସନ୍ତାନ ଅସୀର ଓ ଇଲ୍କାନା ଓ ଅବୀୟାସଫ; ଏମାନେ କୋରହର ବଂଶ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, କୋରହର ସନ୍ତାନ ଅସୀର ଓ ଇଲ୍କାନା ଓ ଅବୀୟାସଫ; ଏମାନେ କୋରହର ବଂଶ ଅଟନ୍ତି।