Exodus 6:25 — Compare Translations

5 translations compared side by side

Odia - 1840
"ହାରୋଣର ପୁତ୍ର ଇଲିଯାସର ଫୂଟୀଯଲରେ ଏକ କନ୍ଯକୁ ବିବାହ କଲେ ଓ ସେ ଔରସ ରେ ପୀନହସକୁ ଜନ୍ମ ଦଲୋ। ଏମାନେ ସମସ୍ତେ ଲବେୀୟ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସକୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣର ପୁତ୍ର ଇଲିୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କଲେ ଓ ସେ ପୀନହ‌ସ୍‌କୁ ଜନ୍ମ ଦେଲା। ଏମାନେ ସମସ୍ତେ ଲେବୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।