Exodus 6:26 — Compare Translations
5 translations compared side by side
Odia - 1840
"ହାରୋଣ ଓ ମାଶାେ ଏହି ପରିବାରବର୍ଗର ଥିଲେ ଏବଂ ସମାନେେ ଏହି ଲୋକ ଥିଲେ, ଯେଉଁମାନଙ୍କୁ ସଦାପ୍ରଭୁ କହିଲେ, ତୁମ୍ଭମାନେେ ସୈନ୍ଯ ଶ୍ ରଣେୀବଦ୍ଧ ଇଶ୍ରାୟେଲ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଓ ମୋଶା ଏହି ପରିବାରବର୍ଗର ଥିଲେ ଏବଂ ସେମାନେ ଏହି ଲୋକ ଥିଲେ, ଯେଉଁମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟ ଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”
Odia IRV 2017 (ଓଡିଆ ବାଇବେଲ)
ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”