Exodus 6:27 — Compare Translations
5 translations compared side by side
Odia - 1840
"ଏମାନେ ମିଶରରୁ ଇଶ୍ରାୟେଲ ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିଶରର ରାଜା ଫାରୋଙ୍କୁ କହିଥିଲେ। ଏମାନେ ଥିଲେ ସହେି ହାରୋଣ ଓ ମାଶାେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ । ଏମାନେ ସେହି ମୋଶା ଓ ହାରୋଣ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ମିଶରରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିଶରର ରାଜା ଫାରୋଙ୍କୁ କହିଥିଲେ। ଏମାନେ ଥିଲେ ସେହି ହାରୋଣ ଓ ମୋଶା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ମିସରରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।