Exodus 6:29 — Compare Translations
5 translations compared side by side
Odia - 1840
"ସେ କହିଲେ, ମୁଁ ସଦାପ୍ରଭୁ ଅଟେ। ମିଶରର ରାଜା ଫାରୋଙ୍କୁ ମାରେ କହିଥିବା ସମସ୍ତ କଥା କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, ଆମ୍ଭେ ସଦାପ୍ରଭୁ ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, “ମୁଁ ସଦାପ୍ରଭୁ ଅଟେ। ମିଶରର ରାଜା ଫାରୋଙ୍କୁ ମୋର କହିଥିବା ସମସ୍ତ କଥା କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହାସବୁ ମିସରୀୟ ରାଜା ଫାରୋକୁ କୁହ।”
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ।”