Exodus 6:3 — Compare Translations
5 translations compared side by side
Odia - 1840
"ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଦର୍ଶନ ଦଇେଥିଲୁ। ସମାନେେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ବର ବୋଲି କହିଥିଲେ। ସମାନେେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ଵର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଦର୍ଶନ ଦେଇଥିଲୁ। ସେମାନେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି କହିଥିଲେ। ସେମାନେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।