Exodus 6:4 — Compare Translations

5 translations compared side by side

Odia - 1840
"ଆମ୍ଭେ ସମାନଙ୍କେ ସହିତ ଚୁକ୍ତି କରିଥିଲୁ ଏବଂ ମୁଁ ସମାନଙ୍କେୁ କିଣାନ ଦେଶ ଦବୋପାଇଁ ସମାନଙ୍କେଠା ରେ ପ୍ରତିଜ୍ଞା କରିଥିଲି। ସମାନେେ ସଠାେରେ ବାସ କରୁଥିଲେ କିନ୍ତୁ ସେ ଦେଶ ସମାନଙ୍କେର ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କ ସହିତ ଚୁକ୍ତି କରିଥିଲୁ ଏବଂ ଆମ୍ଭେ ସେମାନଙ୍କୁ କିଣାନ ଦେଶ ଦେବା ପାଇଁ ସେମାନଙ୍କଠାରେ ପ୍ରତିଜ୍ଞା କରିଥିଲୁ। ସେମାନେ ସେଠାରେ ବାସ କରୁଥିଲେ କିନ୍ତୁ ସେ ଦେଶ ସେମାନଙ୍କର ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କିଣାନ ଦେଶ, ଅର୍ଥାତ୍‍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କିଣାନ ଦେଶ, ଅର୍ଥାତ୍‍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।