Exodus 6:5 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଇଶ୍ରାୟେଲୀୟମାନଙ୍କର ଆର୍ତ୍ତଚିତ୍କାର ମୁଁ ଶୁଣିଅଛି। ମୁଁ ଦେଖିଛି ମିଶରବାସୀମାନେ କିପରି ସମାନଙ୍କେୁ କ୍ରୀତଦାସ କରି ଅଛନ୍ତି। ଏବଂ ମୁଁ ମାରଚେୁକ୍ତି ମନେ ରଖିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ଵରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଇସ୍ରାଏଲୀୟମାନଙ୍କର ଆର୍ତ୍ତ ଚିତ୍କାର ଆମ୍ଭେ ଶୁଣିଅଛୁ। ଆମ୍ଭେ ଦେଖିଅଛୁ ମିଶରବାସୀମାନେ କିପରି ସେମାନଙ୍କୁ କ୍ରୀତଦାସ କରିଅଛନ୍ତି। ଏବଂ ଆମ୍ଭେ ଆମ୍ଭର ଚୁକ୍ତି ମନେ ରଖିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ମିସରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।