Exodus 6:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭର ଲୋକ ହେବ। ଏବଂ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା। ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ। ଏବଂ ତୁମ୍ଭେ ଜାଣିବ ଯେ, ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କ ଦାଉରୁ ରକ୍ଷା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।”