Exodus 6:8 — Compare Translations

5 translations compared side by side

Odia - 1840
"ମୁଁ ଅବ୍ରହାମଙ୍କ, ଇସ୍ହାକ୍ ଏବଂ ଯାକୁବଙ୍କ ସହ ଯେଉଁ ମହତ୍ ପ୍ରତିଜ୍ଞା କରିଅଛି। ମୁଁ ପ୍ରତିଜ୍ଞା କରିଅଛି ତୁମ୍ଭମାନଙ୍କୁ ସହେି ଭୂମି ଦବୋ ପାଇଁ। ଏବଂ ତୁମ୍ଭମାନଙ୍କୁ ସହେି ଭୂମିକୁ ନଇୟିବୋକୁ। ଏହା ତୁମ୍ଭମାନଙ୍କର ହବେ। ମୁଁ ସଦାପ୍ରଭୁ ଅଟେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମିତ୍ତ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବଙ୍କ ସହ ମହତ୍ ପ୍ରତିଜ୍ଞା କରିଅଛୁ। ଆମ୍ଭେ ପ୍ରତିଜ୍ଞା କରିଅଛୁ ତୁମ୍ଭମାନଙ୍କୁ ସେହି ଭୂମି ଦେବା ପାଇଁ। ଏବଂ ତୁମ୍ଭମାନଙ୍କୁ ସେହି ଭୂମିକୁ ନେଇଯିବାକୁ। ଏହା ତୁମ୍ଭମାନଙ୍କର ହେବ। ଆମ୍ଭେ ସଦାପ୍ରଭୁ ଅଟୁ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।