Exodus 6:9 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ଏହିସବୁ ଘଟଣା ଇଶ୍ରାୟେଲର ଲୋକମାନଙ୍କୁ କହିଲେ। କିନ୍ତୁ ଲୋକମାନେ ତାଙ୍କର କଥାକୁ କର୍ଣ୍ଣପାତ କଲେ ନାହିଁ। ସମାନଙ୍କେର ଉତ୍ସାହ ଭାଙ୍ଗି ପଡ଼ିଲା। ଏବଂ ସମାନେେ ଏତେ କଠିନ ପରିଶ୍ରମ କରୁଥିଲେ ଯେ ମାଶାଙ୍କେର କଥା ଶୁଣିବା ପାଇଁ ତାଙ୍କର ଆଉ ଧର୍ୟ୍ଯ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ ପ୍ରମାଣ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ଵ ହେତୁରୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଏହିସବୁ ଘଟଣା ଇସ୍ରାଏଲର ଲୋକମାନଙ୍କୁ କହିଲେ। କିନ୍ତୁ ଲୋକମାନେ ତାଙ୍କର କଥାକୁ କର୍ଣ୍ଣପାତ କଲେ ନାହିଁ। ସେମାନଙ୍କର ଉତ୍ସାହ ଭାଙ୍ଗି ପଡ଼ିଲା। ଏବଂ ସେମାନେ ଏତେ କଠିନ ପରିଶ୍ରମ କରୁଥିଲେ ଯେ ମୋଶାଙ୍କର କଥା ଶୁଣିବା ପାଇଁ ତାଙ୍କର ଆଉ ଧୈର୍ଯ୍ୟ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।