Exodus 7:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ବର ତୁଲ୍ଯ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ଯଦବକ୍ତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ଵର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ୱର ତୁଲ୍ୟ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ।