Exodus 7:10 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ ଏବଂ ସଦାପ୍ରଭୁଙ୍କ କହିବା ମୁତାବକ କର୍ୟ୍ଯମାନ କଲେ। ହାରୋଣ ତାଙ୍କର ଆଶାବାଡିଟିକୁ ଭୂମିରେ ପକାଇଲେ। ଯେତବେେଳେ ଫାରୋ ଏବଂ ତାଙ୍କର କର୍ମକର୍ତ୍ତାଗଣ ଚାହିଁଥିଲେ ସମାନଙ୍କେ ସମ୍ମୁଖ ରେ ଆଶାବାଡ଼ିଟି ସର୍ପରେ ପରିଣତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାପ୍ରମାଣେ କର୍ମ କଲେ; ପୁଣି ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ ଏବଂ ସଦାପ୍ରଭୁଙ୍କ କହିବା ମୁତାବକ କାର୍ଯ୍ୟମାନ କଲେ। ହାରୋଣ ତାଙ୍କର ଆଶାବାଡ଼ିଟିକୁ ଭୂମିରେ ପକାଇଲେ। ଯେତେବେଳେ ଫାରୋ ଏବଂ ତାଙ୍କର କର୍ମକର୍ତ୍ତାଗଣ ଗ୍ଭହିଁଥିଲେ ସେମାନଙ୍କ ସମ୍ମୁଖରେ ଆଶାବାଡ଼ିଟି ସର୍ପରେ ପରିଣତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।