Exodus 7:11 — Compare Translations
5 translations compared side by side
Odia - 1840
"ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସମାନେେ ମଧ୍ଯ ହାରୋଣଙ୍କ ପରି ତାଙ୍କ ଗୁପ୍ତ ୟାଦୁ ବିଦ୍ଯା ପ୍ରଯୋଗ କରି ଆଶାବାଡିକୁ ସର୍ପରେ ପରିଣତ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଫାରୋ ଆପଣା ପଣ୍ତିତ ଓ ଗୁଣିଆ-ମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସେମାନେ ମଧ୍ୟ ହାରୋଣଙ୍କ ପରି ତାଙ୍କ ଗୁପ୍ତ ଯାଦୁ ବିଦ୍ୟା ପ୍ରୟୋଗ କରି ଆଶାବାଡ଼ିକୁ ସର୍ପରେ ପରିଣତ କରି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।