Exodus 7:12 — Compare Translations
5 translations compared side by side
Odia - 1840
"ସମାନେେ ତାଙ୍କର ଆଶାବାଡିକୁ ଭୂମିରେ ଫିଙ୍ଗ ଦେଲେ ଏବଂ ତାଙ୍କର ଆଶାବାଡି ସର୍ପରେ ପରିଣତ ହାଇଗେଲା। କିନ୍ତୁ ହାରୋଣଙ୍କର ଆଶାବାଡି ତାଙ୍କର ସମସ୍ତଙ୍କୁ ଖାଇଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାଙ୍କର ଆଶାବାଡ଼ିକୁ ଭୂମିରେ ଫିଙ୍ଗି ଦେଲେ ଏବଂ ତାଙ୍କର ଆଶାବାଡ଼ି ସର୍ପରେ ପରିଣତ ହୋଇଗଲା। କିନ୍ତୁ ହାରୋଣଙ୍କର ଆଶାବାଡ଼ି ତାଙ୍କର ସମସ୍ତଙ୍କୁ ଖାଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।