Exodus 7:13 — Compare Translations

5 translations compared side by side

Odia - 1840
"ତଥାପି ଫାରୋ ଦୃଢ ହେଲ ଲୋକମାନଙ୍କୁ ୟିବାକୁ ଅନୁମତି ଦେଲେ ନାହିଁ। ଏହା ସହେିପରି ହାଇେଥିଲା ଯେପରି ସଦାପ୍ରଭୁ ହବେ ବୋଲି କହିଥିଲେ। ଫାରୋ ମାଶାେ ଓ ହାରୋଣଙ୍କର କଥା ଶୁଣିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଫାରୋ କଠିନ ହେଲେ ଲୋକମାନଙ୍କୁ ଯିବାକୁ ଅନୁମତି ଦେଲେ ନାହିଁ। ଏହା ସେହିପରି ହୋଇଥିଲା ଯେପରି ସଦାପ୍ରଭୁ ହେବ ବୋଲି କହିଥିଲେ। ଫାରୋ ମୋଶା ଓ ହାରୋଣଙ୍କର କଥା ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।