Exodus 7:15 — Compare Translations

5 translations compared side by side

Odia - 1840
"ପ୍ରଭାତ ରେ, ଫାରୋ ନଦୀକୁ ଯିବେ। ନଦୀ କୂଳ ରେ ଫାରୋଙ୍କୁ ଅପେକ୍ଷା କର। ସହେି ଆଶାବାଡିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହାଇେ ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭାତରେ, ଫାରୋ ନଦୀକୁ ଯିବେ। ନଦୀ କୂଳରେ ଫାରୋଙ୍କୁ ଅପେକ୍ଷା କର। ସେହି ଆଶାବାଡ଼ିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହୋଇ ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।