Exodus 7:16 — Compare Translations
5 translations compared side by side
Odia - 1840
"ତାଙ୍କୁ ଏହା କୁହ, 'ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର ମାେତେ ତୁମ୍ଭ ନିକଟକୁ ପଠାଇଛନ୍ତି। ତାଙ୍କର ଲୋକମାନଙ୍କୁ ଛାଡିଦବୋ ପାଇଁ କହିବାକୁ ଆପଣଙ୍କ ପାଖକୁ ସଦାପ୍ରଭୁ ମାେତେ ପଠାଇଛନ୍ତି। ସମାନେେ ତାଙ୍କୁ ଉପାସନା କରିବାକୁ ମରୁଭୂମିକୁ ଯିବେ। ଏପର୍ୟ୍ଯନ୍ତ ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଶୁଣି ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଫାରୋକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ି ଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କୁ ଏହା କୁହ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି। ତାଙ୍କର ଲୋକମାନଙ୍କୁ ଛାଡ଼ିଦେବା ପାଇଁ କହିବାକୁ ଆପଣଙ୍କ ପାଖକୁ ସଦାପ୍ରଭୁ ମୋତେ ପଠାଇଛନ୍ତି। ସେମାନେ ତାଙ୍କୁ ଉପାସନା କରିବାକୁ ମରୁଭୂମିକୁ ଯିବେ। ଏପର୍ଯ୍ୟନ୍ତ ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଶୁଣି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଫାରୋକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, “ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ି ଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।”