Exodus 7:17 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥି ରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀ ରେ ଜଳକୁ ମାରେଆଶାବାଡି ରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତେ ରକ୍ତ ପ୍ରବାହିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ଵାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ଵାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥିରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀରେ ଜଳକୁ ମୋର ଆଶାବାଡ଼ିରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତ୍ତେ ରକ୍ତ ପ୍ରବାହୀତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, “ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।”